Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବୀରମହାରାଜପୁର ବାଳକ ହାଇସ୍କୁଲ ରେ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା ଅନୁଷ୍ଠିତ

ବୀରମହାରାଜପୁର : ବୀରମହାରାଜପୁର ବାଳକ ଉଚ୍ଚ ବିଦ୍ୟାଳୟ ରେ ଶନିବାର ପଞ୍ଚମ ଶ୍ରେଣୀ ର ବୃତ୍ତି ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୋଟ143 ଜଣ ଛାତ୍ର/ଛାତ୍ରୀ ଙ୍କ ମଧ୍ୟରୁ 132ଜଣ ପରୀକ୍ଷା ଦେଇ ଥିବା ବେଳେ 11 ଜଣ ଅନୁପସ୍ଥିତ ଥିଲେ । ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ନିରଞ୍ଜନ ଦାଶ ସୁପରିଟେଣ୍ଡେଣ୍ଟ ଦାୟିତ୍ୱ ନିର୍ବାହ କରିଥିବା ବେଳେ ବ୍ଲକ ଶିକ୍ଷା ଅଧିକାରୀ ଅଭିଷେକ ଭୁଏ କେନ୍ଦ୍ର ନିରୀକ୍ଷଣ କରି ପରୀକ୍ଷା ପରିଚାଳନା ରେ ସନ୍ତୋଷ ପ୍ରକାଶ କରିଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ