Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ବିଜେ ନୀତି ଆରମ୍ଭ; ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥରେ ସ୍ଥାପନା ହେଲେ ସୁଦର୍ଶନ ଠାକୁର 

ଭୁବନେଶ୍ବର: ଆଜି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ବଡଦାଣ୍ଡରେ ଜମିଛି ଭକ୍ତଙ୍କ ଭିଡ। କାଳିଆ ସାଆନ୍ତକୁ ଦେଖିବା ଲାଗି ବ୍ୟାକୁଳ ହୋଇପଡିଲେଣି ଭକ୍ତ। ଆରମ୍ଭ ହୋଇଛି ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ବିଜେ ନୀତି । ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥରେ ସ୍ଥାପନା ହେଲେ ସୁଦର୍ଶନ ଠାକୁର ।

ମହାପ୍ରଭୁ ଧାଡ଼ି ପହଣ୍ଡିରେ ରଥକୁ ବିଜେ କରୁଛନ୍ତି । ମନ୍ଦିର ଭିତରେ ନୀତିକାନ୍ତି ଶେଷ ହେବା ପରେ ପ୍ରଥମେ ଶ୍ରୀସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇଛି । ଏହା ପରେ ଶ୍ରୀବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି । ଘଣ୍ଟ ଓ ଶଙ୍ଖ ନାରେ ଉଠୁଛିପଡୁଛି ଶ୍ରୀମନ୍ଦିର ପରିସର। ଏକ ପ୍ରକାର ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ