Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଓଡ଼ିଶା ହାଇକୋର୍ଟକୁ ମିଳିବେ ନୂଆ ମୁଖ୍ୟ ବିଚାରପତି; ଜାଣନ୍ତୁ କିଏ ଗ୍ରହଣ କରିବେ ମୁଖ୍ୟ ବିଚାରପତିଙ୍କ ଆସନ

କଟକ: ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ହେବେ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି । ସେ ଏବେ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଅଛନ୍ତି । ସୁପ୍ରିମକୋର୍ଟ କଲିଜିୟମ୍ ଓଡ଼ିଶା ହାଇକୋର୍ଟର ନୂତନ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍ ଶୁଭାଶିଷ ତାଳପତ୍ରଙ୍କ ନାଁ ସୁପାରିଶ କରିଛନ୍ତି।

ଏବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଅଛନ୍ତି ଜଷ୍ଟିସ୍ ଏସ୍ ମୁରଲୀଧ। ସେ ଆସନ୍ତା ମାସରେ ଅବସର ଗ୍ରହଣ କରିବେ। ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ପୂର୍ବରୁ ତ୍ରିପୁରା ହାଇକୋର୍ଟରୁ ଓଡ଼ିଶା ହାଇକୋର୍ଟକୁ ବଦଳି ହୋଇ ଆସିଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories