Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଲଗାତାର ବର୍ଷା ସମ୍ଭାବନା

ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା ଦେଖାଦେଇଛି।ଆସନ୍ତାକାଲି ସୁଦ୍ଧା ବଙ୍ଗୋପସାଗରରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟିହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ବର୍ଷାର ପରିମାଣ ବୋଲି ପାଣିପାଗ ବିଭାଗ ସୂତ୍ରରୁ ସୂଚନା ଦିଆଯାଇଛି। ଆଜି ପାଇଁ ୧୪ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଢେଙ୍କାନାଳ, ଦେବଗଡ଼, ସୁନ୍ଦରଗଡ଼, ବୌଦ୍ଧ, ସମ୍ବଲପୁର ଏବଂ ବରଗଡ଼ ଜିଲ୍ଲା ଏହି ତାଲିକାରେ ରହିଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ