Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରଙ୍ଗବତୀର ୨ ପଦ୍ମଶ୍ରୀଙ୍କ ସହ କେନ୍ଦ୍ରମନ୍ତ୍ରୀ

ସମ୍ବଲପୁର:କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ସମ୍ବଲପୁର ଗସ୍ତ ଅବସରରେ ‘ରଙ୍ଗବତୀ’ ଗୀତର ଗାୟକ ତଥା ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ ଜିତେନ୍ଦ୍ର ହରିପାଲ ଓ ରଚୟିତା ମିତ୍ରଭାନୁ ଗୌନ୍ତିଆଙ୍କୁ ଭେଟି ଆନନ୍ଦିତ ବୋଲି ସେ କହିଛନ୍ତ। ରଙ୍ଗବତୀ କେବଳ ଏକ ଗୀତ ନୁହେଁ, ବରଂ ଏହା ଏକ ବିଚାର ଓ ସଂସ୍କୃତିର ଅଭିବ୍ୟକ୍ତି ବୋଲି ମନ୍ତ୍ରୀ ଅବିହିତ କରିଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ