Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଡିଗ୍ରୀ ମହାବିଦ୍ୟାଳୟ ଏନସିସି ପକ୍ଷରୁ ପୁନିତ ସାଗର ଅଭିଯାନ ।

କୋକସରା:୧୯/୦୮ କେନ୍ଦ୍ର ସରକାରଙ୍କ ପକ୍ଷରୁ ଜନ ହିତକର ଉଦ୍ଦେଶ୍ୟ ରେ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବା ବେଳେ ପୁନିତ ସାଗର ଅଭିଯାନ କାର୍ଯ୍ୟକ୍ରମ କୋକସରା ଡିଗ୍ରୀ ମହାବିଦ୍ୟାଳୟ ଏନସିସି ପକ୍ଷରୁ କୋକସରା ସଦର ମହକୁମା ର ପଦ୍ମ ସାଗର ପୋଖରୀ ରେ ସ୍ୱଚ୍ଛତା କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଏନସିସି ର ସ୍ୱେଚ୍ଛାସେବୀ ଛାତ୍ରଛାତ୍ରୀ ପୋଖରୀ ରେ ପଡିଥିବା ମଇଳା ଆବର୍ଜନା କୁ ସଫା କରିଛନ୍ତି ଏନସିସି ଛାତ୍ରଛାତ୍ରୀ।ଡିଗ୍ରୀ ମହାବିଦ୍ୟାଳୟ ର ଏନସିସି ଏଏନଓ କ୍ୟାପଟେନ ଅଶ୍ୱିନୀ କୁମାର ପଟ୍ଟନାୟକ ଙ୍କ ତତ୍ୱାବଧାନ ରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।