Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଶିକ୍ଷା ବିଭାଗର ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ

ବେଲଗୁଣ୍ଠା, 22/09, ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଶିକ୍ଷା ବିଭାଗର ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କୁ ସ୍ୱାଗତ କରଯାଇଛି I ଅନୁଷ୍ଠାନ ଅଧ୍ୟକ୍ଷ ଅଜିତ୍ କୁମାର ପଟ୍ଟନାୟକଙ୍କ ପୌରୋହିତ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅଧ୍ୟାପକ ଡ.ଗୁରୁମୂର୍ତ୍ତୀ ନାୟକ, ସପନ କୁମାର ପ୍ରଧାନ,ଅଶୋକ କୁମାର ସ୍ୱାଇଁ, ପିଙ୍କି ପାତ୍ର, ବିଶ୍ୱରଞ୍ଜନ ସ୍ୱାଇଁ,ରଞ୍ଜିତ୍ କୁମାର ସାମଲ ପ୍ରମୁଖ ମଞ୍ଚାସୀନ ଥିଲେ I ଅନୁ୍ଷ୍ଠାନର ଦ୍ୱିତୀୟ ବର୍ଷ ଏବଂ ତୃତୀୟ ବର୍ଷର ଛାତ୍ରଛାତ୍ରୀମାନେ ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କୁ ପୁଷ୍ପଗୁଚ୍ଛ ଏବଂ କଲମ ପ୍ରଦାନ କରି ସ୍ୱାଗତ କରିଥିଲେ I ବିଭାଗୀୟ ଅଧ୍ୟାପିକା ପିଙ୍କି ପାତ୍ର ସ୍ୱାଗତ ଭାଷଣ ପ୍ରଦାନ କରିବା ସହିତ ଧନ୍ୟବାଦ ଜ୍ଞାପନ କରିଥିଲେ I