Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ସମ୍ବଳ ସହଯୋଗରେ ଶ୍ରୀ ବ୍ରହ୍ମ ମଣ୍ଡପ ପଣ୍ଡିତ ମହାସଭାର ରକ୍ତଦାନ ଶିବିର

ସମ୍ବଲପୁର: ଶ୍ରୀ ବ୍ରହ୍ମ ମଣ୍ଡପ ପଣ୍ଡିତ ମହାସଭା ଦ୍ୱାରା ସମ୍ବଲ ସ୍ବେଛାସେବୀ ଅନୁଷ୍ଠାନ ସହଯୋଗ ରେ ସମ୍ବଲ କାର୍ଯ୍ୟାଳୟରେ ଆୟୋଜିତ ରକ୍ତଦାନ ଶିବିରରେ ୩୩ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା l ଏହି ଶିବିରକୁ ଅlନୁଷ୍ଠାନିକ ଭାବରେ ସମ୍ବଲର ଉପଦେଷ୍ଟା ତଥା ପୂର୍ବତନ ବିଧାୟିକା ଡାକ୍ତର ରାସେଶ୍ୱରୀ ପାଣିଗ୍ରାହୀ ଉଦଘାଟନ କରିଥିବାବେଳେ ପଣ୍ଡିତ ମହାସଭାର ସମସ୍ତ ସଦସ୍ୟ ଏବଂ ସମ୍ବଲର ସଦସ୍ୟ ମାନେ ଉପସ୍ଥିତ ରହି ଏଥିରେ ସହଯୋଗ କରିଥିଲେ l ପଣ୍ଡିତ ମାନଙ୍କ ଦ୍ୱାରା ରକ୍ତଦାନ ଶିବିର ଆରମ୍ଭରୁ ସାମୁହିକ ବିଷ୍ଣୁ ସହସ୍ର ନାମ ପାଠ କରାଯାଇଥିଲା l