Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ପଟୁଆବାହାଲ ପ୍ରାଥମିକ କୃଷି ସମବାୟ ସମିତି ଲିଃରୁ ପ୍ରଥମ ଋଣ ପ୍ରଦାନ

ସମ୍ବଲପୁର:ପଟୁଆବାହାଲ ପ୍ରାଥମିକ କୃଷି ସମବାୟ ସମିତି ଲିଃ ପ୍ରତିଷ୍ଠା ହେବାର ଏକ ମାସ ନପୁରୁଣୁ ଆଜି ପ୍ରଥମ ଥର ପାଇଁ ଜଣେ ଚାଷୀଙ୍କୁ ଚାଷୀ ଋଣ ପ୍ରଦାନ କରାଯାଇଛି। ସମିତି କାର୍ଯ୍ୟାଳୟରେ ସଭାପତି ତଥା ଡଙ୍ଗତପଡା ସରପଞ୍ଚ୍ ଅୟସକାନ୍ତ ବଡପଣ୍ଡା ଓ ସଂପାଦକ ଆଲୋକ କ୍ରିଷ୍ନା ମହାକୁଡଙ୍କ ଉପସ୍ଥିତିରେ ସମାଜସେବୀ ଦିଲ୍ଲୀପ କୁମାର ପଣ୍ଡା ଚାଷୀ ଆଲୋକ ସାହୁଙ୍କୁ ପ୍ରଥମ ଚାଷୀ ଋଣ ସମବାୟ ସମିତି ପକ୍ଷରୁ ପ୍ରଦାନ କରିଥିଲେ। ସୂଚନା ଯୋଗ୍ୟଯେ ଏହି ସମିତି ଚଳିତ ମାସ ଗତ ୧୮ ତାରିଖ ଦିନ ଉଦଘାଟିତ ହୋଇଥିଲା।