Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଶାସ୍ତ୍ରୀ ପ୍ରତିମୂର୍ତ୍ତି ପାଇଁ ବିଜେପିର ଦାବିପତ୍ର

ସମ୍ବଲପୁର :ସମ୍ବଲପୁର ସହରର କୌଣସି ଏକ ଛକ କିମ୍ବା ବିଶେଷ ସ୍ଥାନରେ ଭାରତର ଲୋକପ୍ରିୟ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୁର ଶାସ୍ତ୍ରୀ ଙ୍କର ଏକ ପ୍ରତିମୂର୍ତ୍ତି ସ୍ଥାପନା ପାଇଁ ଭାରତୀୟ ଜନତା ପାର୍ଟି ପକ୍ଷରୁ ଏକ ଦାବି ପତ୍ର ଜିଲ୍ଲାପାଳଙ୍କ ଉଦ୍ଦେଶ୍ଯରେ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁଙ୍କୁ ପ୍ରଦାନ କରାଯାଇଛି l ଏହି ଅବସରରେ ବିଜେପିର ପୂର୍ବତନ ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ସୂର୍ଯ୍ୟ ପାଣିଗ୍ରାହୀ, ପୂର୍ବତନ ଜିଲ୍ଲା ଉପସଭାପତି ଶ୍ରୀକାନ୍ତ ପାଣିଗ୍ରାହୀ ଓ ପୂର୍ବତନ ଜିଲ୍ଲା କୋଷାଧ୍ୟକ୍ଷ ମୁକେଶ ଜରିୱାଲ ପ୍ରମୁଖ ଉପସ୍ଥିତ ଥିଲେ l

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ