Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପୁଣି କମିଲା ସୁନା ଦର

ମାସକ ମଧ୍ୟରେ ସୁନା ଦାମ୍‌ ୨ ହଜାର ଟଙ୍କା ଖସିଛି। ସେପ୍ଟେମ୍ୱର ପହିଲାରେ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୫୫ ହଜାର ଟଙ୍କାରେ ବିକ୍ରି ହେଉଥିବା ବେଳେ ଏହା ୫୩ ହଜାର ଟଙ୍କାକୁ ଖସି ଆସିଛି

ଆଗକୁ ସୁନା ଦର ପୁଣି କମିବ ବୋଲି ବିଶେଷଜ୍ଞ ମତ ରଖିଛନ୍ତି। ଏକ ରିପୋର୍ଟ ଅନୁସାରେ, ଆଜି ୨୪ କ୍ୟାରେଟ୍‌ ସୁନା ପ୍ରତି ୧୦ ଗ୍ରାମକୁ ୫୭,୩୭୦ ଟଙ୍କା ଥିବାବେଳେ ରୂପା ଦର ପ୍ରତି କିଲୋକୁ ୭୦,୭୦୦ ଟଙ୍କା ରହିଛି। ସେହିପରି ୨୨ କ୍ୟାରେଟ୍‌ ସୁନା ପ୍ରତି ୧୦ ଗ୍ରାମକୁ ୫୨,୫୯୦ ଟଙ୍କା ରହିଛି

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ