Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ବୀରମହାରାଜପୁର ରେ ନୂତନ ବିଡିଓ ଙ୍କ ଯୋଗଦାନ

ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଳକର ନୂତନ ବିଡ଼ିଓ ଭାବେ ରଘୁନାଥ ପାଣିଗ୍ରାହୀ କାର୍ଯ୍ୟରେ ଯୋଗ ଦେଇଛନ୍ତି । ଶ୍ରୀ ପାଣିଗ୍ରାହୀ ଏହା ପୂର୍ବରୁ ବରଗଡ଼ ଜିଲ୍ଲା ଭେଡେନ ବିଡ଼ିଓ ଭାବେ କାର୍ଯ୍ୟ କରୁଥିଲେ । ସେ ଏଠାରେ ବିଡ଼ିଓ ଭାବେ ଦାୟିତ୍ଵ ଗ୍ରହଣ କରିବା ପରେ ବ୍ଳକ ଅଧ୍ୟକ୍ଷ ଶାନ୍ତି ଲୁହା , ଉପାଧ୍ୟକ୍ଷ ନାରାୟଣ ଲୁହା ଓ ଅନ୍ୟ କର୍ମଚାରୀ ତାଙ୍କୁ ସ୍ବାଗତ କରିଥିଲେ । ସେହିପରି ଏଠାରେ ଥିବା ବିଡ଼ିଓ ମୋତିଲାଲ ସୁଲିଆ ଅନ୍ୟତ୍ର ବଦଳି ହୋଇଥିବାରୁ ତାଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା।