Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କୁର୍ମେଲ କୃଷି ସମବାୟ ସମିତି ଉଦଘାଟିତ

କଳାହାଣ୍ଡି,୦୬/୧୧-କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ କୁର୍ମେଲ ପଞ୍ଚାୟତ କୁର୍ମେଲ ଗାଁରେ ନୂତନ କୃଷି ସମବାୟ ସମିତି ଉଦଘାଟିତ ହୋଇଯାଇଛି ! ଏଥିରେ ମୁଖ୍ୟଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ ଯୋଗ ଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ନର୍ଲା ବ୍ଲକ ଅଧ୍ୟକ୍ଷା ମନୋରମା ମହାନ୍ତି, ବ୍ଲକ ଉପାଧ୍ୟକ୍ଷ ଦୁର୍ଗାପ୍ରସାଦ ମହାନ୍ତି, ଜିଲ୍ଲା ପରିଷଦ ସଦସ୍ୟା ଲିଲି ଦୀପ, ପୂର୍ବତନ ସମିତିସଭ୍ୟ ତହସିଲ ସାହୁ, କୁର୍ମେଲ ସରପଞ୍ଚ ରମେଶ ସାହୁ, କେନ୍ଦ୍ର ସମବାୟ ବ୍ୟାଙ୍କର ନିର୍ଦ୍ଦେଶକ ପ୍ରମୁଖ ଯୋଗ ଦେଇଥିଲେ !

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ