Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ଆଠମଲ୍ଲିକ ଶିଶୁମନ୍ଦିର ର ଗ୍ରାମ ଦର୍ଶନ କାର୍ଯ୍ୟକ୍ରମ

ଆଠମଲ୍ଲିକ ଉପଖଣ୍ଡର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ର ଛାତ୍ରୀ ଙ୍କୁ ନେଇ ନିକଟସ୍ଥ ନୀଳକଣ୍ଠ ପଡ଼ା ଗ୍ରାମରେ ଗ୍ରାମ ଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ହିମାଂଶୁ ଶେଖର ଚାଉଳିଆ ଦ୍ଵୀପ ପ୍ରଜ୍ବଳନ କରିଥିଲେ।ଏହି ଅବସରରେ ଛାତ୍ରଛାତ୍ରୀଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ସହ ଗ୍ରାମ ଭ୍ରମଣ ହୋଇଥିଲା। ପ୍ରଧାନ ଆଚାର୍ଯ୍ୟ ରୁଦ୍ରମୋହନ ହୋତା ଅତିଥି ଗଣଙ୍କ ପରିଚୟ ପ୍ରଦାନ କରିଥିବା ବେଳେ ବରିଷ୍ଠ ଆଚାର୍ଯ୍ୟ ରବୀନ୍ଦ୍ର ଥାଟ୍ଟି ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ଶିଶୁମନ୍ଦିର ର ଷଷ୍ଠ ରୁ ଦଶମ ଶ୍ରେଣୀର ଛାତ୍ର ଛାତ୍ରୀ ଅଂଶ ଗ୍ରହଣ କରିଥିଲେ।