Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ସୁବଳୟା କଲେଜରେ ଯୁବ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମ

ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଯୁକ୍ତ ଦୁଇ କଲେଜ ରେ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି । ଉଦଘାଟନୀ ଉତ୍ସବରେ କଲେଜର ଅଧ୍ୟକ୍ଷ ଭୋଲାନଥ କର୍ମୀ ଦ୍ଵୀପ ପ୍ରଜ୍ବଳନ କରି ଉଦଘାଟନ କରିଥିଲେ। ସୁବଳୟା ପଞ୍ଚାୟତ ର ସରପଞ୍ଚ ପ୍ରମୋଦ ମହାପାତ୍ର କାର୍ଯ୍ୟକ୍ରମ ରେ ଯୋଗଦେଇ ଛାତ୍ର ଛାତ୍ରୀ ଙ୍କୁ ଉତ୍ସାହିତ କରିଥିଲେ। ଏହି କାର୍ଯ୍ୟକ୍ରମ ୧୨ ଦିନ ଧରି ହେବ। ଏଥିରେ ନାଚ , ଗୀତ , ଖେଳ କୁଦ , ସାମାଜିକ ସେବା , ତର୍କ , ରଙ୍ଗୋଲି , ଚିତ୍ରାଙ୍କନ ଆଦି ପ୍ରତିଯୋଗିତା ହେବ । ଶନିବାର ଦିନ ଏହି ଅବସରରେ ଏକ ସଚେତନତା ଶୋଭାଯାତ୍ରା କରି ଲୋକଙ୍କୁ ସଡ଼କ ସୁରକ୍ଷ ଉପରେ ଲୋକଙ୍କୁ ସଚେତନ କରିଥିଲେ । କାର୍ଯ୍ୟକ୍ରମ କୁ କଲେଜର ସମସ୍ତ ଅଧ୍ୟାପିକା , ଅଧ୍ୟାପକ ଓ କର୍ମଚାରୀ ସହଯୋଗ କରୁଛନ୍ତି।