Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଥୁଆମୁଲ ରାମପୁର ଠାରେ ଅତିରିକ୍ତ ଜିଲ୍ଲାପାଳଙ୍କ ଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

କଳାହାଣ୍ଡି, ୧୨/୧୨ : ଥୁଆମୂଲ୍ ରାମପୁର ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ,କଳାହାଣ୍ଡି ତ୍ରିଲୋଚନ ପାତ୍ର ଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ତହସିଲଦାର ଥୁଆମୂଳ ବି ଡି ଓ ଏବଂ ତହସିଲଦାର ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୪୪ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୪ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୨୦ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୦ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ