Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ବୀରମହାରାଜପୁର ବାଳକ ଉଚ୍ଚ ବିଦ୍ୟାଳୟ ରେ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ବୀରମହାରାଜପୁର : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ରେ ମଙ୍ଗଳବାର ଉପଖଣ୍ଡ ଡାକ୍ତରଖାନା ତରଫରୁ ଡ ପ୍ରଣବ ମହାପାତ୍ର ଙ୍କ ଉପସ୍ଥିତି ରେ ନିଶାମୁକ୍ତ ବିଦ୍ୟାଳୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ପ୍ରଧାନ ଶିକ୍ଷକ ନିରଞ୍ଜନ ଦାସ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଓ ଶିକ୍ଷକ ବୈକୁଣ୍ଠ ନାୟକ ଙ୍କ ସଂଯୋଜନା ରେ ଶପଥ ଗ୍ରହଣ , ରାଲି , କୁଇଜ୍ , ଚିତ୍ରାଙ୍କନ ଆଦି କାର୍ଯ୍ୟକ୍ରମ ଛାତ୍ର ମାନଙ୍କ ଦ୍ଵାରା କରାଯାଇଥିଲା । କୃତି ଛାତ୍ର ମାନଙ୍କୁ ପୁରସ୍କୃତ କରାଯାଇଥିଲା ।