Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଉ ୬ ମାସ ବଢିଲା ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ

ବଢିଲା ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ। ଆଉ ୬ ମାସ କାର୍ଯ୍ୟକାଳ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ୨୦୨୪ ଜୁନ ୩୦ ତାରିଖ ପର୍ଯ୍ୟନ୍ତ ତାଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯାଇଛି। ଗତ ମାର୍ଚ୍ଚ ମାସ ୧ ତାରିଖରେ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେଇଥିଲେ ପ୍ରଦୀପ। ଚଳିତ ମାସ ୩୧ ତାରିଖରେ ତାଙ୍କର କାର୍ଯ୍ୟକାଳ ସରୁଥିଲା। ତେବେ ଏହାପୂର୍ବରୁ ଆଉ ୬ ମାସ ଯାଏଁ ବଢାଯାଇଛି ତାଙ୍କ କାର୍ଯ୍ୟକାଳ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ