Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

2018 ମାଟ୍ରିକ୍ ବ୍ୟାଚ ବନ୍ଧୁମିଳନ ଅବସରରେ ବଣଭୋଜି କାର୍ଯ୍ୟକ୍ରମ ଅନୁଷ୍ଠିତ

ବୀରମହାରାଜପୁର : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଳକ ପ୍ରସିଦ୍ଧ ପୀଠ ଶ୍ରୀ ପାତାଳୀ କ୍ଷେତ୍ର କୋଟସମଲାଇ ଠାରେ ଆଜି ଶ୍ରୀ ଜଗନ୍ନାଥ ଏକାଡେମୀ କୋଟସମଲାଇ ହାଇସ୍କୁଲ ର ୨୦୧୮ ମାଟ୍ରିକ ବ୍ୟାଚ ର ବନ୍ଧୁମିଳନ ଓ ବଣଭୋଜି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବର୍ଷକ ଥରେ ନବ ବର୍ଷରେ ବନ୍ଧୁମିଳନ ହେଉଥିବାରୁ ସମସ୍ତ ଙ୍କ ମନରେ ଖୁସିର ଲହରୀ ଖେଳିଯାଉଛି । ସୋମବାର ନବବର୍ଷ ରେ ବନ୍ଧୁମିଳନ ଉତ୍ସାହ ଉଦ୍ଦୀପନା ର ସହିତ ପାଳନ କରାଯାଇଥିଲା । ଏହି ଅବସରରେ ସମସ୍ତ ବନ୍ଧୁ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ ।