Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ନିର୍ବାଚନ କୁ ଦୃଷ୍ଟିରେ ରଖି କୋକସରା ପୋଲିସ ପକ୍ଷରୁ ଫ୍ଳାଗ୍ ମାର୍ଚ୍ଚ।

କୋକସରା୧୧/୦୪
ଆଗାମୀ ନିର୍ବାଚନକୁ ଶାନ୍ତି ଶୃଙ୍ଖଳା ସହିତ ପରିଚାଳନା କରିବା ପାଇଁ ଆଜି କଳାହାଣ୍ଡି ଜିଲ୍ଲା କୋକସରା ପୋଲିସ ପକ୍ଷରୁ ଫ୍ଳାଗ୍ ମାର୍ଚ୍ଚ କରାଯାଇଛି। ଥାନା ଅଧିକାରଣୀ ରନିତା ପ୍ରଧାନ ଙ୍କ ନେତୃତ୍ଵରେ ସିଆରପିଏଫ ଯବାନ ଓ କୋକସରା ପୋଲିସ କର୍ମଚାରୀ ମାନେ କୋକସରା ଓ ମୋଟେର ଫାଣ୍ଡି ଅଞ୍ଚଳରେ ରେ ଫ୍ଳାଗ୍ ମାର୍ଚ୍ଚ ପ୍ରଦର୍ଶିତ କରି ଜନ ସାଧାରଣ ଙ୍କୁ ନିର୍ବାଚନ ସମୟରେ ଆଇନଶୃଙ୍ଖଳା ବଜାୟ ରଖିବା, କୌଣସି ଅସାମାଜିକ କାର୍ଯ୍ୟକଳାପ ରେ ଲିପ୍ତ ନ ହେବା ଏବଂ ନିର୍ବାଚନ ଆଚରଣବିଧି ନିୟମ ଉଲ୍ଲଂଘନ ନ କରିବାକୁ ଜନସାଧାରଣ ଙ୍କୁ ସଚେତନ କରିଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ