Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜି ସିବିଆଇରେ ହାଜର ହେବେ କେଜ୍ରିୱାଲ

ନୂଆଦିଲ୍ଲୀ: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଆଜି ସିବିଆଇ ଆଗରେ ହାଜରେ ହେବେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ । ନୂଆ ମଦ ନୀତି ମାମଲାରେ ସିବିଆଇ କେଜ୍ରିଓ୍ବାଲଙ୍କୁ ସମନ ଜାରି କରିଥିଲା। ଦିନ ୧୧ଟାରେ ସିବିଆଇରେ ହାଜର ହେବେ କେଜ୍ରିଓ୍ବାଲ । କେଜ୍ରିୱାଲଙ୍କୁ ଜେରା କରିବ ସିବିଆଇ। ଏଥିପାଇଁ ଦିଲ୍ଲୀ ସିବିଆଇ ମୁଖ୍ୟାଳୟ ନିକଟରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡି କରାଯାଇଛି ।

ମଦ ଦୁର୍ନୀତି ମାମଲାରେ ଅଧିକ ତଥ୍ୟ ଜାଣିବା ଲାଗି କେଜ୍ରିୱାଲଙ୍କୁ ଜେରା କରିବ ସିବିଆଇ। କୌଣସି ଏକ ମାମଲାରେ ଜଣେ ମୁଖ୍ୟମନ୍ତ୍ରୀଙ୍କୁ ସିବିଆଇ ସମନ କରିବା ନିକଟ ଇତିହାସରେ ପ୍ରଥମ ବୋଲି କୁହାଯାଉଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ