Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବୀରମହାରାଜପୁର ର ସୁଲୋଚନା ହୋତା ହେଲେ ମହିଳା ବିଜେଡ଼ି ରାଜ୍ୟ ସମ୍ପାଦକ

ବୀରମହାରାଜପୁର : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ରେ ସୁଲୋଚନା ହୋତାଙ୍କୁ ରାଜ୍ୟ ବିଜୁ ମହିଳା ଜନତା ଦଳର ସାଧାରଣ ସମ୍ପାଦିକା ଭାବରେ ନିଯୁକ୍ତି ଦିଆଯାଇଛି। ବିଜେଡି ସଭାପତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଏହି ନିଯୁକ୍ତି ଦେଇଥିବା ଜଣାପଡିଛି। ଶ୍ରୀମତୀ ହୋତା ଙ୍କୁ ଉକ୍ତ ଦାଇତ୍ୱ ମିଲିଲା ପରେ ତାଙ୍କ ସମର୍ଥକ ଓ ଦଳୀୟ କର୍ମୀଙ୍କ ମଧ୍ୟରେ ଉତ୍ସାହିତ ଥିବା ଜଣାଯାଇଛି। ତାଙ୍କୁ ବିଭିନ୍ନ ମହଳରୁ ଶୁଭେଚ୍ଛା ଜଣାଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ