Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ମୋହନ ମାଝୀ ହେଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବିଧାୟକ ଦଳ ବୈଠକ ଜାରି ରହିଛି । ନବନିର୍ବାଚିତ ବିଧାୟକ ଏବଂ ସାଂସଦମାନେ ଉପସ୍ଥିତ ରହିଛନ୍ତି । ବୈଠକ ଜାରି ରହିଥିବାବେଳେ ଖବର ଆସିଛି ମୋହନ ମାଝୀ ହେଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ କେ.ଭି ସିଂଦେଓ, ପ୍ରଭାତୀ ପରିଡା ଉପ ମୁଖ୍ୟମନ୍ତ୍ରୀ ହେଲେ. କେନ୍ଦୁଝର ସଦର ବିଧାୟକ ମୋହନ ଚରଣ ମାଝୀଙ୍କ ନାମରେ ବାଜିଲା ମୋହର ।