Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଓଡିଶା ସରକାରଙ୍କ ମନ୍ତ୍ରୀମଣ୍ଡଳୀର ଦାୟିତ୍ୱ ବଣ୍ଟନ

ଭୁବନେଶ୍ବର:ଓଡିଶାରେ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ବିଜେପି ସରକାର ଗଠନ କରିବା ପରେ ଆଜି ନୂତନ ମନ୍ତ୍ରୀ ମାନଙ୍କ ମଧ୍ୟରେ ବିଭାଗ ବଣ୍ଟନ ହୋଇଛି।ଆସନ୍ତୁ ଜାଣିବା କାହାକୁ ମିଳିଲା କେଉଁ ବିଭାଗ।ମୁଖ୍ୟମନ୍ତ୍ରୀ
ମୋହନ ଚରଣ ମାଝୀ ଙ୍କ ହାତରେ ଗୃହ, ସାଧାରଣ ପ୍ରଶାସନ ଓ ଲୋକ ଅଭିଯୋଗ, ସୂଚନା ଓ ଲୋକ ସମ୍ପର୍କ ବିଭାଗ, ଜଳ ସଂପଦ, ଯୋଜନା ଓ ସମନ୍ୱୟ, (ଆବଣ୍ଟିତ ନ ହୋଇ ଥିବା ଅନ୍ୟ ବିଭାଗ) ରହିଥିବା ବେଳେ ଉପମୁଖ୍ୟମନ୍ତ୍ରୀ୧) କନକ ବର୍ଦ୍ଧନ ସିଂହ ଦେଓ – କୃଷି ଓ କୃଷକ ଶସକ୍ତକରଣ ଏବଂ ଶକ୍ତି ଥିବାବେଳେ ଉପମୁଖ୍ୟମନ୍ତ୍ରୀ୨) ପ୍ରଭାତୀ ପରିଡ଼ା – ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ ବିଭାଗ ରହିଛି । କ୍ୟାବିନେଟ୍ ମନ୍ତ୍ରୀ
୧) ସୁରେଶ ପୂଜାରୀ – ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା
୨) ରବି ନାରାୟଣ ନାୟକ – ଗ୍ରାମ ଉନ୍ନୟନ. ପଞ୍ଚାୟତରାଜ ଓ ପାନୀୟଜଳ
୩) ନିତ୍ୟାନନ୍ଦ ଗଣ୍ଡ – ସ୍କୁଲ୍ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ଏବଂ ପଛୁଆବର୍ଗ କଲ୍ୟାଣ, ସାମାଜିକ କଲ୍ୟାଣ ଓ ଶସକ୍ତକରଣ
୪) କୃଷ୍ଣଚନ୍ଦ୍ର ପାତ୍ର – ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ
୫) ପୃଥ୍ୱୀରାଜ ହରିଚନ୍ଦନ – ଆଇନ୍‌, ପୁତ୍ତ ଓ ଅବକାରୀ
୬) ଡ. ମୁକେଶ ମହାଲିଙ୍ଗ – ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ବୈଦ୍ୟୁତିକ ଓ ସୂଚନା ବୈଷୟିକ
୭) ବିଭୁତି ଭୁଷଣ ଜେନା – ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି
୮) ଡ. କୃଷ୍ଣ ଚନ୍ଦ୍ର ମହାପାତ୍ର – ଗୃହ ଓ ନଗର ଉନ୍ନୟନ, ସାଧାରଣ ଅଭିଯୋଗ ରାଷ୍ଟ୍ରମନ୍ତ୍ରୀ ସ୍ୱାଧୀନ
୧) ଗଣେଶ ରାମ ସିଂ ଖୁଣ୍ଟିଆ – ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ ନିଯୁକ୍ତି ରାଜ୍ୟ ବୀମା
୨) ସୂର୍ଯ୍ୟବଂଶୀ ସୂରଜ – ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି
୩) ପ୍ରଦୀପ ବଳସମାନ୍ତ – ସମବାୟ, ହସ୍ତତନ୍ତ୍ର, ବୟନଶିଳ୍ପ ଓ ହସ୍ତଶିଳ୍ପ
୪) ଗୋକୁଳାନନ୍ଦ ମଲ୍ଲିକ – ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ, ଅତିକ୍ଷୁଦ୍ର ଓ କ୍ଷୁଦ୍ୟ ଓ ମଧ୍ୟମ ଉଦ୍ଦ୍ୟୋଗ
୫) ସମ୍ପଦ ସ୍ୱାଇଁ – ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ