Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ନବୀନ ବିରୋଧୀ ଦଳ ନେତା, ପ୍ରସନ୍ନଙ୍କୁ ଉପନେତା ଦାୟିତ୍ବ

ଭୁବନେଶ୍ବର: ବିରୋଧୀ ଦଳ ନେତା ବାଛିଲା ବିଜେଡି । ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ହେଲେ ବିଧାନସଭାରେ ବିରୋଧୀ ଦଳ ନେତା । ସେହିପରି ବିରୋଧୀ ଦଳ ଉପନେତା ଭାବେ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ବଛା ଯାଇଛି । ବିରୋଧୀ ଦଳ ମୁଖ୍ୟ ସଚେତକ ହୋଇଛନ୍ତି ପ୍ରମିଳା ମଲ୍ଲିକ । ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ଭାବେ ପ୍ରତାପ ଦେବଙ୍କୁ ବଛା ଯାଇଛି । ବିଜେଡି ବିଧାୟକ ଦଳ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ