Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ନିକୁଞ୍ଜ ବିହାରୀ ଧଳ ହେଲେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର:ବରିଷ୍ଠ ପ୍ରଶାସକ ନିକୁଞ୍ଜ ବିହାରୀ ଧଳ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇଛନ୍ତି।ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସୂଚାନା ଦିଆଯାଇଛି।ଏଠାରେ ସୂଚନା ଯୋଗ୍ୟଯେ ଶ୍ରୀ ଧଳ ବର୍ତ୍ତମାନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟରତ ଅଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ