Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜୁଲାଇରେ ଯୋର୍ ବର୍ଷିବ

ଭୁବନେଶ୍ୱର: ଜୁଲାଇ ମାସରେ ସକ୍ରିୟ ମୌସୁମୀ ଯୋଗୁଁ ଓଡ଼ିଶାରେ ଭଲ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଛି ।ଏହି ସୂତ୍ରରୁ ମିଳିଥିବା ସୂଚନା ମତେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଚଳିତ ମାସରେ ରାଜ୍ୟରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ ରହିଛି। ସୁନ୍ଦରଗଡ଼, କେନ୍ଦୁଝର, ଭଦ୍ରକ, ଯାଜପୁର, ଦେବଗଡ଼, ଢେଙ୍କାନାଳ ଓ କେନ୍ଦ୍ରାପଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ୭୫% ଅଧିକ। ଅନ୍ୟ ଜିଲ୍ଲାର ବିସ୍ତୃତ ଅଞ୍ଚଳରେ ମଧ୍ୟ ପ୍ରବଳ ବର୍ଷା ଆଶଙ୍କା ରହିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ