Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଅସମ୍ଭାଳ ତାତି; ଆଗୁଆ ଖରା ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର: ପ୍ରଚଣ୍ଡ ତାତି। ଅସହ୍ୟ ଗୁଳୁଗୁଳି। ଅସ୍ତବ୍ୟସ୍ତ ଜନଜୀବନ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆସନ୍ତାକାଲିଠାରୁ ଖରା ଛୁଟି ଘୋଷଣା କରିଛନ୍ତି। କାଲିଠୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନଗୁଡିକୁ ଗ୍ରୀଷ୍ମକାଳୀନ ଛୁଟି ଘୋଷଣା କରାଯାଇଛି। ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ଛୁଟି। ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା କଲେ ସରକାର ।

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ପୂର୍ବରୁ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସମସ୍ତ ସ୍କୁଲକୁ ୨ ଦିନ ପାଇଁ ଛୁଟି ଘୋଷଣା କରିଥିଲେ ସରକାର ।