Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆକାଂକ୍ଷା ମହିଳା ସଙ୍ଗଠନ ତରଫରୁ ମାଆ ପାଇଁ ଗଛଟିଏ କାର୍ଯ୍ୟକ୍ରମ ର ଶୁଭାରମ୍ଭ

ପାରଳାଖେମୁଣ୍ଡି:୯/୭(ଗରୁଡ଼ ଧ୍ୱଜ ଚୌଧୁରୀ) ଆକାଂକ୍ଷା ମହିଳାସଙ୍ଗଠନ ତରଫରୁ ମାଆ ପାଇଁ ଗଛଟିଏ କାର୍ଯ୍ୟକ୍ରମ ର ଶୁଭାରମ୍ଭ ହୋଇଥଲା। ଏହି କାର୍ଯ୍ୟକ୍ରମ ରେ ଗ୍ରାମ ର ପ୍ରତ୍ୟେକ ମହିଳା ଙ୍କୁ ସଚେତନ କରିବା ପାଇଁ ସଭା ଓ ରାଲିର ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ର ମୁଖ୍ୟ ଉଦ୍ଦେଶ୍ୟ ହେଲା ମାଆ ପାଇଁ ଗଛଟିଏ। ସରକାର ଙ୍କ ର ଏହି ସ୍ବାଗତ ଯୋଗ୍ୟ ପଦକ୍ଷେପ କୁ ସ୍ଵାଗତ ଜଣାଇ ସମସ୍ତ ଙ୍କୁ ଗୋଟିଏ ଗୋଟିଏ ଉପହାର ସ୍ୱରୂପ ଗଛ ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ରେ ଗ୍ରାମବାସୀ ବୃନ୍ଦ ସପଥ ନେଇଥିଲେ ଯେ ନେଇଥିବା ଗଛଟିକୁ ଯତ୍ନ ର ସହିତ ବଢ଼ାଇ ବେ ଓ ତାହାର ସୁରକ୍ଷା କରିବେ। ଏହି କାର୍ଯ୍ୟକ୍ରମ ରେ ଗଛ ଗୁଡ଼ିକ ସଠିକ୍ ଭାବରେ ବଢ଼ିଛି କି ନାହଁ ତାହାର ତଦାରଖ କରିବାପାଇଁ ଗ୍ରାମର କେତେ ଜଣ ମୁଖିଆ ଙ୍କୁ ଦାୟିତ୍ଵ ପ୍ରଦାନ କରାଯାଇଥିଲା। ମହିଳା ସଙ୍ଗଠନ ମଧ୍ୟ ଏହି କାର୍ଯ୍ୟକ୍ରମ ରେସେମାନଙ୍କୁ ସାହାଯ୍ୟ କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ସେହି ଗ୍ରାମରେ ଥିବା ପଡିଆ ସ୍ଥାନରେ ବୃକ୍ଷ ରୋପଣ ମଧ୍ୟ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ସଙ୍ଗଠନ ର ସଭାନେତ୍ରୀ ଶ୍ରୀମତୀ ଆଶା ଲତା ପାଣିଗ୍ରାହୀ ଙ୍କ ତତ୍ତ୍ଵାବଧାନରେ କାର୍ଯ୍ୟ କାରି ହୋଇଥିଲା। ସଙ୍ଗଠନ ର ସଂପାଦିକା ଶ୍ରୀମତୀ ମିନା କୁମାରୀ ଟହଲ, ଉପଦେଷ୍ଟା ଶ୍ରୀମତି ସ୍ଵର୍ଣ୍ଣ ପ୍ରଭା ପାଠୀ, ଶ୍ରୀମତୀ ଭାଗ୍ୟ ଲକ୍ଷ୍ମୀ ନାୟକ, ଶ୍ରୀମତୀ ଅନୀତା ମିଶ୍ର, ସଭ୍ୟା ସ୍ଵାଗତୀକା ଦାସ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀଙ୍କ ବଦଳି ଦାବୀ କରି ଆଶା କର୍ମୀଙ୍କ ଧାରଣା ସହ ସରକାରୀ ପ୍ରୋକଷ୍ଠ ରେ ତାଲା ପକାଇଲେପାରଳାଖେମୁଣ୍ଡି:୯/୨(ଗରୁଡ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ବ୍ଲକ ଭାବେ ପରିଚିତ ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଙ୍କ ବଦଳି ଦାବି ରେ ଆଶାକର୍ମୀ ଙ୍କ ଧାରଣା l ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କ ସରକାରୀ ପ୍ରକୋଷ୍ଠ ରେ ତାଲା ପକାଇ ପ୍ରକୋଷ୍ଠ ସମ୍ମୁଖରେ ଆଶାକର୍ମୀ ଧାରଣା ଦେଇଛନ୍ତି l ସେମାନଙ୍କ କୌଣସି କାର୍ଯ୍ୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ କରୁନଥିବା ଅଭିଯୋଗ କରିଛନ୍ତି ଆଶାକର୍ମୀ l ଯେବେଠାରୁ ଡାକ୍ତର ଜୟ ପଣ୍ଡା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଭାବେ ଦାୟିତ୍ୱ ନେଇଛନ୍ତି ସେହି ଦିନ ଠାରୁ ଆଶାକର୍ମୀ ଙ୍କୁ ନିୟମିତ ପାରିଶ୍ରମିକ ମିଳୁନଥିବା ଅଭିଯୋଗ କରିଛନ୍ତି l ପୂର୍ବରୁ ଅନେକ ଥର ପ୍ରଶାସନ ଠାରେ ଦାବି କରିଥିଲେ ମଧ୍ୟ କୌଣସି ସମାଧାନ ହୋଇନି l ଯେତେବେଳେ ପର୍ଯ୍ୟନ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କୁ ବଦଳି ହୋଇନି ସେତେବେଳେ ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଆଶାକର୍ମୀ ସଂଘ ସଭାନେତ୍ରୀ ଅନୁପମା ନାୟକ,ବ୍ଲକ ସଭାନେତ୍ରୀ ସଙ୍ଗୀତା ନାୟକ ଚେତାବନୀ ଦେଇଛନ୍ତି l