Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସୋମବାର ରାଜ୍ୟ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର: ସୋମବାର ରାଜ୍ୟ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ କ୍ୟାବିନେଟ୍‌ ବୈଠକ। ଲୋକସେବା ଭବନରେ ଅପରାହ୍ନ ୫ଟା ୩୦ରେ କ୍ୟାବିନେଟ୍ ବୈଠକ ବସିବ । ଏହି ବୈଠକରେ ଅନେକ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିପାରେ। ପ୍ରାୟ ୧୦ରୁ ଅଧିକ ପ୍ରସ୍ତାବ ଉପରେ ବାଜିପାରେ କ୍ୟାବିନେଟ୍ ମୋହର । କୃଷି, ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ, ଦକ୍ଷିତାବିକାଶ, ଭିନ୍ନକ୍ଷମ ସଶକ୍ତିକରଣ, ରାଜସ୍ବ ବିଭାଗର ଅନେକ ଏଜେଣ୍ଡା ନେଇ କ୍ୟାବିନେଟରେ ପ୍ରସ୍ତାବ ଆସିବ ବୋଲି ଜଣାପଡ଼ିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ