Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଶ୍ରୀ କ୍ଷେତ୍ର କରସେବା ଟ୍ରଷ୍ଟ୍ ପକ୍ଷରୁ ବୀରମହାରାଜପୁର ରେ ସଫେଇ କାର୍ଯ୍ୟକ୍ରମ

ବୀରମହାରାଜପୁର : (ସୌମିତ୍ରି ମେହେର) ଶ୍ରୀକ୍ଷେତ୍ର କରସେବା ଟ୍ରଷ୍ଟ ପକ୍ଷରୁ ରବିବାର ବୀରମହାରାଜପୁର ଠାରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଟ୍ରଷ୍ଟର ସଭାପତି ସୁରେଶ କଲତାଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ଓ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଥିବା ଅଳିଆ, ଆବର୍ଜନା ସଫା କରାଯାଇଥିଲା। ସଦସ୍ୟମାନେ ରଫା , କୁଡି ଧରି ସଫେଇ କାର୍ଯ୍ୟ କରିଥିଲେ।