Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

କ୍ଷତିଗ୍ରସ୍ତଙ୍କୁ କ୍ଷତିପୂରଣ ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ଙ୍କୁ ଅନୁରୋଧ କଲେ ଅତାବିରା ବିଧାୟିକା

ଅତାବିରା: କାଳବୈଶାଖୀ ଝଡବର୍ଷା ଓ କୁଆପଥର ମାଡ଼ ସହ ବଜ୍ରପାତ ବରଗଡ଼ ଜିଲ୍ଲା ଅତାବିରା ଅଞ୍ଚଳକୁ ଥରାଇ ଦେଇଛି l ଏଠାରେ ବ୍ୟାପକ ଧାନ ଫସଲ କ୍ଷୟକ୍ଷତି ହୋଇଛି l ଫଳରେ କ୍ଷତିଗ୍ରସ୍ତଙ୍କୁ କ୍ଷତିପୂରଣ ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ ଅତାବିରା ବିଧାୟିକା l ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ ଙ୍କ ନେତୃତ୍ବରେ ଅତାବିରା ଓ ଭେଡେନ୍ କୃଷକ ମାନେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କୁ ସାକ୍ଷାତ କରି ପ୍ରବଳ କୁଆ ପଥର ମାଡରେ କ୍ଷତିଗ୍ରସ୍ତ ହୋଇଥିବା ଧାନଚାଷ ପନି ପରିବା ଚାଷ ଓ ଵଜ୍ର ପାତରେ ମୃତ୍ୟୁ ବରଣ କରିଥିବା ଜିତ ଥପା ଓ ଆହତ ମାନଙ୍କୁ କ୍ଷତି ପୁରଣ ଓ ସାହାୟତା ରାଶି ପ୍ରଦାନ କରିବା ପାଇଁ ଅନୁରୋଧ ଜଣାଇଛନ୍ତି l