Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ସୁବଳୟା ମିଶନ ଶକ୍ତି ଗୃହରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ

ବିରମହlରାଜପୁର : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟl ମିଶନ ଶକ୍ତି ଗୃହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି I ଏହି କାର୍ଯ୍ୟକ୍ରମ ରେ ଗ୍ରାମ ପଞ୍ଚାୟତ ସ୍ତରୀୟ ସଭାନେତ୍ରୀ ମୀରା ବାରିକ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବରେ ସ୍ଥାନିୟ ସରପଞ୍ଚ ପ୍ରମୋଦ କୁମାର ମହାପାତ୍ର ଯୋଗ ଦେଇଥିଲେ l ଏମ, ବି, କେ, ବବିତା ରାଣୀ ମହାପlତ୍ର ଙ୍କ ତତ୍ୱବଧାନରେ ଆୟୋଜିତ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା I ଏହି କାର୍ଯ୍ୟକ୍ରମ ରେ ସମସ୍ତ ସି, ଆର, ପି ଓ ସମସ୍ତ ସଭ୍ୟl ଯୋଗ ଦେଇ ରାଜ୍ୟ ସରକାର ଯୋଗାଇ ଦେଇଥିବା ପ୍ରତ୍ୟେକ ଘରେ ତ୍ରିରଙ୍ଗା ପତାକା ବାଣ୍ଟି ଥିବା ଦେଖିବା ପାଇଁ ମିଳିଥିଲା l