Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଜପତି ଷ୍ଟାଡିୟମ ଠାରେ ଜିଲ୍ଲା ସ୍ତରୀୟ ଗୁରୁ ଦିବସ ପାଳିତ

ପାରଳାଖେମୁଣ୍ଡି:୫/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ତିତ ଗଜପତି ଷ୍ଟାଡିୟମ ଠାରେ ପବିତ୍ର ଗୁରୁଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ଗୁରୁ ଦିବସ ଉତ୍ସବ ଏବଂ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ – ୨୦୨୪ ଆୟଜନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାରଳାଖେମୁଣ୍ଡି ବିଧାୟକ ଶ୍ରୀ ଇଂ ରୂପେଶ କୁମାର ପାଣିଗ୍ରାହୀ, ମୋହନା ବିଧାୟକ ଦାଶରଥି ଗୋମାଙ୍ଗ
ସମ୍ମାନିତ ଅତିଥି ଭାବେ ଜିଲ୍ଲାପାଳ ବିଜୟ କୁମାର ଦାସ, ଜିଲ୍ଲା ଶିକ୍ଷା ଅଧିକାରୀ ମାୟାଧର ସାହୁ ଏବଂ ଅତିରିକ୍ତ ଜିଲ୍ଲା ପାଳ ରାଜେନ୍ଦ୍ର ମିଞ୍ଜ ଯୋଗ ଦେଇଥିଲେ । ଏହି ଅବସରେ ୯୩୫ ଜଣ ମେଧାବୀ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ଏବଂ ମାନପତ୍ର ପ୍ରଦାନ କରାଯାଇଥିଲା ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ