Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ରାଜଧାନୀ ଅଶାନ୍ତ: ବୋମା ଫିଙ୍ଗିଲେ, ଧମକ ଦେଲେ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱର ଅଶାନ୍ତ । ସହିଦନଗର ୱିନର୍ସ ଆସୋସିଏସନ ପାଖରେ ବୋମାମାଡ଼ ହୋଇଛି । ରାତି ପ୍ରାୟ ୧୧ଟା ସମୟରେ ୩୦ରୁ ୪୦ ଯୁବକ ସଂଘବଦ୍ଧ ଭାବେ ଆସି ବୋମା ମାଡ଼ କରିଥିବା ଅଭିଯୋଗ ହୋଇଛି । ବୋମା ମାଡ଼ରେ ଗୋଟିଏ କାର୍, ଗୋଟିଏ ବାଇକ୍ ନଷ୍ଟ ହୋଇଯାଇଛି ।

ବୋମା ମାଡ଼ ପରେ ଯୁବକମାନେ ଧମକପୂର୍ଣ୍ଣ ବାର୍ତ୍ତା ଦେଇ ଚାଲିଯାଇଛନ୍ତି । ସହିଦନଗର ପୋଲିସ ଘଟଣାର ଛାନଭିନ୍ ଚଳାଇଛି । ସିସିଟିଭି ଫୁଟେଜରୁ ଦୁର୍ବୃତ୍ତମାନଙ୍କୁ ଚିହ୍ନଟ କରିବାକୁ ଉଦ୍ୟମ ଚଳାଇଛି । ଗତ ଗୁରୁବାର ଏକ ବଚସାକୁ ନେଇ ଦୁର୍ବୃତ୍ତମାନେ ଏଭଳି କାଣ୍ଡ ଭିଆଇଥିବା କୁହାଯାଉଛି ।