Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡି କଳା ସଂସ୍କୃତି ସେବା ଟ୍ରଷ୍ଟ ଦ୍ବାରା ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ କାର୍ତ୍ତିକ ପୂର୍ଣ୍ଣିମା ଭୋଜନ ସମାରୋହ ଅନୁଷ୍ଠିତ

ପାରଳାଖେମୁଣ୍ଡି କଳା ସଂସ୍କୃତି ସେବା ଟ୍ରଷ୍ଟ ଦ୍ବାରା ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ କାର୍ତ୍ତିକ ପୂର୍ଣ୍ଣିମା ଭୋଜନ ସମାରୋହ ଅନୁଷ୍ଠିତ
ପାରଳାଖେମୁଣ୍ଡି:୧୫/୧୧(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ପାରଳାଖେମୁଣ୍ଡି କଳା ସଂସ୍କୃତି ସେବା ଟ୍ରଷ୍ଟ ଦ୍ବାରା ଆୟୋଜିତ କାର୍ତ୍ତିକ ପୂର୍ଣ୍ଣିମା ଭଜନ ସନ୍ଧ୍ୟା କାର୍ଯ୍ୟକ୍ରମ ଆୟୋଜିତ ହୋଇଥୁଲା, ଏହି ଭଜନ ସନ୍ଧ୍ୟା ରେ ଓଡିଶା ର ଜଣାଶୁଣା ସୁନାମଧନ୍ୟ କଣ୍ଠଶିଳ୍ପୀ ଭଜନ ପରିବେଷଣ କରିଥିଲେ ଏହିଭଳି କାର୍ଯ୍ୟକ୍ରମ କରିଥିବାରୁ ପାରଳା ବାସି ଆୟୋଜକ ତଥା ହାଇଟେକ ଗ୍ରୁପ ଅଧକ୍ଷ ଡ଼ଃ ତିରୁପତି ପାଣିଗ୍ରାହୀ ଓ ମାନ୍ୟବର ପାରଳାଖେମୁଣ୍ଡି ବିଧାୟକ ରୁପେଶ ପାଣିଗ୍ରାହୀ ଙ୍କୁ ଧନ୍ୟବାଦ ଜଣାଇଛନ୍ତି, ଏହି ଭଜନ ସନ୍ଧ୍ୟା କାର୍ଯ୍ୟକ୍ରମରେ ଅତିଥିଭାବେ ମାନ୍ୟବର ମୋହନା ବିଧାୟକ ଦାଶରଥି ଗମାଙ୍ଗ, ଜିଲ୍ଲାପରିଷଦ ଅଧ୍ୟକ୍ଷ ଗାବାରା ତିରୁପତି ରାଓ, ଆରକ୍ଷୀ ଅଧକ୍ଷ ଜିତେନ୍ଦ୍ର ପଣ୍ଡା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଡ଼ଃ ଗୁଣନିଧୂ ନାୟକ, ସମସ୍ତ ବ୍ଲକ ଅଧକ୍ଷ, ଅଧକ୍ଷା, ଜିଲ୍ଲାପରିଷଦ ଓ ଉପସ୍ଥିତି ଥିଲେ

More Stories