Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କାରକୁ ଓକ୍କା ଦେଲା କାର୍, ୫ ଆହତ

ଭୁବନେଶ୍ବର: ଦୁଇ କାର ମଧ୍ୟରେ ଧକ୍କା ଫଳରେ ୫ ଜଣ ଗୁରୁତର । ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥ ଗୁଡ଼ିଆ ପୋଖରୀ ନିକଟରେ ଗତକାଲି ବିଳମ୍ବିତ ରାତିରେ ଘଟିଛି ଦୁର୍ଘଟଣା । ଆହତମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ସମସ୍ତଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଗତକାଲି ବିଳମ୍ବିତ ରାତିରେ ଏକ କାର୍‌ଟି ପୁରୀରୁ ଦେବକୁଣ୍ଡ ଅଭିମୁଖେ ଯାଉଥିଲା । ଏହି ସମୟରେ ବିପରୀତ ଦିଗରୁ ଆସୁଥିବା କାର୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ପୋଲିସ ଦୁର୍ଘଟଣାଗ୍ରସ୍ତ ଦୁଇ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ