Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଜାନୁଆରୀ ଦୁଇ ତାରିଖ ପର୍ଯ୍ୟନ୍ତ ରତ୍ନଭଣ୍ଡାର ମରାମତି କାମ ବନ୍ଦ

ପୁରୀ: ଜାନୁଆରୀ ଦୁଇ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ । ଇଂରାଜୀ ନୂଆବର୍ଷ ଓ ଛୁଟି ଯୋଗୁଁ ମହାପ୍ରଭୁଙ୍କ ଦର୍ଶନ ଲାଗି ଅଧିକ ସଂଖ୍ୟାରେ ଶ୍ରଦ୍ଧାଳୁ ଆସିବେ । ଶୃଙ୍ଖଳିତ ନୀତିକାନ୍ତି ଓ ଦର୍ଶନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ଏହି ନିଷ୍ପତ୍ତି ନେଇଛି । ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଓ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ୩ ତାରିଖରୁ ପୁଣି ମରାମତି କାର୍ଯ୍ୟ ଆରମ୍ଭ ହେବ ।

ସୂଚନାଯୋଗ୍ୟ, ଡିସେମ୍ବର ୧୭ ତାରିଖରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହୋଇଛି । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା ।