Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଓଲଟିଲା ଶ୍ରମିକଙ୍କୁ ନେଇ ଯାଉଥିବା ପିକଅପ୍ ଭ୍ୟାନ୍

ବାଲେଶ୍ବର: ଶ୍ରମିକଙ୍କୁ ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ଓଲଟିଲା ପିକଅପ୍ ଭ୍ୟାନ । ଦୁର୍ଘଟଣାରେ ୭ ଜଣ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରାଯାଇ ମେଡ଼ିକାଲରେ ଭର୍ତ୍ତି କରାଯାଇଛି ।

ସୂଚନା ଅନୁସାରେ, କିଛି ଶ୍ରମିକ ପିକଅପ ଭ୍ୟାନରେ ମୟୂରଭଞ୍ଜରୁ ଭୋଗରାଇ ଅଭିମୁଖେ ଯାଉଥିଲେ । ଗାଡି ବାଲେଶ୍ବରର ଚନ୍ଦନେଶ୍ବର ଦେଇ ଯାଇଥିବା ୫୭ ନମ୍ବର ଜାତୀୟ ରାଜପଥର ବାଣିଦା ଛକରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories