Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ୫ ହଜାର ଶିକ୍ଷକଙ୍କ ବଢିଲା ଦରମା

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । କନିଷ୍ଠ ଶିକ୍ଷକଙ୍କ ପାରିଶ୍ରମିକ ବୃଦ୍ଧି କଲେ ସରକାର । ମାସିକ ୧୬ ହଜାର ଟଙ୍କାକୁ ବଢ଼ିଲା ପାରିଶ୍ରମିକ । ସମଗ୍ର ଶିକ୍ଷା ଯୋଜନାରେ ବଢ଼ିଲା କନିଷ୍ଠ ଶିକ୍ଷକଙ୍କ ପାରିଶ୍ରମିକ । ପୂର୍ବରୁ ୧୧ ହଜାର ଟଙ୍କା ପାଉଥିଲେ କନିଷ୍ଠ ଶିକ୍ଷକ । ଗଣ ଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି ।