Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଦିନକୁ ଦିନ ବଢୁଛି ଖରା

ଭୁବନେଶ୍ୱର: ଗ୍ରୀଷ୍ମ ଋତୁରେ ବଢୁଥିବା ତାପମାତ୍ରାକୁ ଦୃଷ୍ଟିରେ ରଖି ଗୃହ ଓ ନଗର ଉନ୍ନୟନ ବିଭାଗ ତରଫରୁ ଏକ ଏସଓପି ଜାରି କରାଯାଇଛି । ପାନୀୟ ଜଳ ଯୋଗାଣ ସୁନିଶ୍ଚିତ କରିବା ପାଇଁ ଜରୁରୀକାଳୀନ ପଦକ୍ଷେପ ଗ୍ରହଣ କରିବା ସହ ପାଇପଲାଇନଗୁଡ଼ିକୁ ସଠିକ୍ କାର୍ଯ୍ୟକ୍ଷମ କରି ରଖିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ନଳକୂପଗୁଡ଼ିକର ମରାମତି ପାଇଁ ସ୍ପେୟାର ପାର୍ଟସ୍ ପ୍ରସ୍ତୁତ ରଖିବାକୁ କୁହାଯାଇଛି।