Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଦେବଗଡ଼ରେ ପୁଣି ହାତୀ ମୃତ

ଦେବଗଡ଼: ଦେବଗଡ଼ରେ ପୁଣି ହାତୀ ମୃତ। ବିଦ୍ୟୁତ ସଂସ୍ପର୍ଶରେ ଆସି ଦନ୍ତା ହାତୀର ମୃତ୍ୟୁ ହୋଇଛି। ସୂଚନା ଅନୁଯାୟୀ, ରିଆମାଳ ରେଂଜ କୁଣ୍ଢେଇଗୋଳା ସେକ୍ସନ୍ ଗରିଆପାଲୀ ଅଞ୍ଚଳରୁ ହାତୀ ମୃତଦେହ ଠାବ ହୋଇଛି। ଆଜି ସକାଳୁ ବନବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ହାତୀକୁ ଉଦ୍ଧାର କରିବା ସହ ପାରିପାର୍ଶ୍ୱିକ ସ୍ଥିତି ଯାଞ୍ଚ କରିଥିବା ଜଣାପଡିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories