Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

କିଟ୍ ଛାତ୍ରୀଙ୍କ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର

closeup of the feet of a dead body covered with a sheet, with a blank tag tied on the big toe of his left foot, in monochrome, with a vignette added

ଭୁବନେଶ୍ୱର: କିଟ୍ ଛାତ୍ରୀ ପ୍ରକୃତି ଲାମସାଲଙ୍କ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଏମ୍ସରେ ପୋଷ୍ଟମର୍ଟମ ପରେ ପରିବାର ବର୍ଗ ମୃତଦେହ ନେପାଳ ନେଇ ଯାଇଛନ୍ତି। ଏହି ପ୍ରସଙ୍ଗରେ ତୀବ୍ର ହେଉଛି ଆନ୍ଦୋଳନ। ତେବେ ଛାତ୍ରୀଙ୍କ ପାଇଁ ନ୍ୟାୟ ଦାବିରେ ବିଶ୍ବବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ପକ୍ଷରୁ କ୍ୟାଣ୍ଡେଲ ଶୋଭାଯାତ୍ରା କରାଯାଉଥିବା ଜଣାପଡିଛି।