Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଶ୍ରମିକଙ୍କ ପାଇଁ ହେବ କାର୍ଯ୍ୟ ସମୟ ନିର୍ଘଣ୍ଟ

ଭୁବନେଶ୍ୱର: ପ୍ରଚଣ୍ଡ ଖରାକୁ ଦୃଷ୍ଟିରେ ରଖି ଏବଂ କାର୍ଯ୍ୟସ୍ଥଳରେ ଶ୍ରମିକମାନଙ୍କ ପାଇଁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯିବ। ଏଥିସହିତ ଓଡ଼ିଶା ସରକାର ସେମାନଙ୍କ ପାଇଁ କାର୍ଯ୍ୟ ସମୟ ନିର୍ଘଣ୍ଟ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ପରିପ୍ରେକ୍ଷୀରେ, ଶ୍ରମ ଏବଂ ଇଏସଆଇ ବିଭାଗ ପ୍ରମୁଖ ସଚିବ ଆରଡିସି, କଲେକ୍ଟର, ବିଭାଗ, ଶ୍ରମ କମିଶନର, କାରଖାନା ଏବଂ ବଏଲର ନିର୍ଦ୍ଦେଶକଙ୍କୁ ଚିଠି ଲେଖିଛନ୍ତି। ତେବେ ୨୦୨୫ ଏପ୍ରିଲରୁ ଜୁନ ୧୫ ପର୍ଯ୍ୟନ୍ତ ସକାଳ ୧୧ ଟାରୁ ଅପରାହ୍ନ ୩ଟା ଯାଏଁ କୌଣସି କାମ କରାଯିବନି। ସେହିପରି ସକାଳ ସମୟ କିମ୍ବା ୩ଟା ପରେ କାର୍ଯ୍ୟରେ ନିୟୋଜିତ କରିବାକୁ କୁହାଯାଇଛି।