Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଆଜିଠୁ ମାଟ୍ରିକ୍ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର: ଆଜିଠୁ ମାଟ୍ରିକ୍ ପରୀକ୍ଷା ଆରମ୍ଭ। ଏହି ପରୀକ୍ଷା ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ବେଳେ ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହେବ। ପ୍ରଥମ ଦିନରେ ଛାତ୍ରଛାତ୍ରୀ ମାତୃଭାଷା ପରୀକ୍ଷା ଦେବେ। ପରୀକ୍ଷା ହଲରେ ପ୍ରବେଶ କରିବା ସମୟ ୭ଟା ୩୦ରୁ ୮ଟା ୩୦ ମି. ରହିଛି। ସମଗ୍ର ରାଜ୍ୟରେ ୫,୧୨,୪୩୭ ଜଣ ଛାତ୍ରଛାତ୍ରୀ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ମାଟ୍ରିକ୍ ପରୀକ୍ଷା ଦେବେ।ରାଜ୍ୟର ୩୦ ଜିଲ୍ଲାର ୩୦୨୯ଟି କେନ୍ଦ୍ରରେ ପରୀକ୍ଷା ପରିଚାଳନା ହେବ।