Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବର୍ଷା ସହ ବଜ୍ରପାତ ନେଇ ୮ ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ରାଜ୍ୟରେ ବିଜୁଳି ସହ ବର୍ଷା ନେଇ ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ତା’ପରେ ପାଗ ଶୁଖିଲା ରହିବ । ଗତକାଲି କେତେକ ସ୍ଥାନରେ ପବନ ସହ କୁଆପଥର ବର୍ଷା ହୋଇଥିଲା। ବାଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, କଟକ, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତିକୁ ଆଲର୍ଟ ଜାରି ହୋଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories