Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ମହାପ୍ରଭୁଙ୍କ ପାଖରେ ଲାଗି ହେଲା ଅମୃତ ଅନ୍ନ

ପୁରୀ: ମହାପ୍ରଭୁଙ୍କ ପାଖରେ ଲାଗି ହେଲା ଜୈବିକ ଚାଉଳରେ ପ୍ରସ୍ତୁତ ଅମୃତ ଅନ୍ନ। ସୁଆର ମହାସୁଆର ନିଯୋଗ ପାଞ୍ଚ ପ୍ରକାର ଜୈବିକ ଚାଉଳ ପାଇବା ପରେ ପ୍ରସ୍ତୁତ ହୋଇଥିଲା ଅନ୍ନ । ଏହି ମହାପ୍ରସାଦକୁ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ,ସୁଆର ମହାସୁଆର ନିଯୋଗ ଓ ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀମାନେ ସେବନ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ