Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଓଲଟିଲା ବୋଲେରୋ, ୧୧ ମାଟ୍ରିକ ପରୀକ୍ଷାର୍ଥୀ ଆହତ

ରାଜନଗର: ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ନେଇ ଯିବାବେଳେ ଓଲଟିଲା ବୋଲେରୋ। ଦୁର୍ଘଟଣାରେ ବୋଲେରୋରେ ଥିବା ୧୧ ଜଣ ପରୀକ୍ଷାର୍ଥୀ ଆହତ ହୋଇଛନ୍ତି। ରାଜନଗରର ଛୀତ୍ରଛାତ୍ରୀମାନେ ଡାଙ୍ଗମାଳ ସ୍ଥିତ ନାଗାନାରାୟଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ପରୀକ୍ଷା ଦେବାକୁ ଯାଉଥିଲା ବେଳେ ଏହି ଅଘଟଣ ଘଟିଛି। ସୂଚନା ଅନୁଯାୟୀ କୃଷ୍ଣ ନଗର ଠାରେ ବୋଲେରୋଟି ଏକ ସାଇକେଲ୍ ଆରୋହୀଙ୍କୁ ଧକ୍କା ଦେଇ ଓଲଟି ପଡିଥିଲା । ପରେ ଛାତ୍ରଛାତ୍ରୀଙ୍କୁ ଡାଙ୍ଗମାଳ ସ୍ବାସ୍ଥ୍ୟ କେନ୍ଦ୍ରରେ ପ୍ରାଥମିକ ଚିକିତ୍ସା କରାଯାଇ ପରୀକ୍ଷା କେନ୍ଦ୍ରକୁ ପଠାଯାଇଛି।