Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଚାମ୍ପିଅନ୍ସ ଟ୍ରଫି; ଆଜି ମୁହାଁମୁହିଁ ହେବେ ଭାରତ ଓ ପାକିସ୍ତାନ

ନୂଆଦିଲ୍ଲୀ: ଆରମ୍ଭ ହୋଇଗଲାଣି କାଉଣ୍ଟ ଡାଉନ। ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଆଜି ଦୁବାଇରେ ମୁହାଁମୁହିଁ ହେବେ ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦ୍ବୀ ଭାରତ-ପାକିସ୍ତାନ । ନ୍ୟୁଜିଲାଣ୍ଡ ଠାରୁ ପ୍ରଥମ ମ୍ୟାଚ ହାରିବା ପରେ ଆଜିର ମ୍ୟାଚ ପାକିସ୍ତାନ ପାଇଁ କର ବା ମର ସ୍ଥିତି । ଆଜିର ମ୍ୟାଚରେ ପରାଜିତ ହେଲେ ଟୁର୍ଣ୍ଣାମେଣ୍ଟରୁ ବିଦାହେବ ଆୟୋଜକ ପାକିସ୍ତାନ ଟିମ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ