Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ରାଜ୍ୟର ଏସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଅଦିନିଆ ବର୍ଷା ସାଙ୍ଗକୁ ବଜ୍ରପାତ। ଏହାରି ମଧ୍ୟରେ ଉତ୍ତର ଓଡିଶାର କିଛି ସ୍ଥାନରେ ଘଡଘଡି ସହ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଏପରିକି କେନ୍ଦୁଝର, ମୟୂରଭଞ୍ଜ ଓ ବା‌ଲେଶ୍ବର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲା ଗୁଡିକରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହି ପାରେ ।